1 ଶାମୁୟେଲ 16:1 - ପବିତ୍ର ବାଇବଲ1 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେକାଳ ଶାଉଲଙ୍କ ପାଇଁ ଶୋକ କରିବ? ମୁଁ ତାଙ୍କୁ ଇସ୍ରାଏଲର ରାଜା ରୂପେ ପ୍ରତ୍ୟାଖ୍ୟାନ କରିଅଛି। ତୁମ୍ଭେ ଆପଣା ଶିଙ୍ଗ ତୈଳରେ ପୂର୍ଣ୍ଣ କରିଗ୍ଭଲ, ମୁଁ ତୁମ୍ଭକୁ ବୈଥ୍ଲେହମର ଯିଶୀ ନାମକ ବ୍ୟକ୍ତି ନିକଟକୁ ପଠାଇବି। କାରଣ ତାହାର ପୁତ୍ରମାନଙ୍କ ମଧ୍ୟରୁ ମୁଁ ଆପଣା ପାଇଁ ଏକ ରାଜା ଦେଖିଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା; କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।” Viz kapitola |