1 ଶାମୁୟେଲ 16:12 - ପବିତ୍ର ବାଇବଲ12 ତାକୁ ଡାକିବା ପାଇଁ ଯିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଦେଖିବାକୁ ସୁନ୍ଦର ଅଟନ୍ତି। ସେତେବେଳେ ସଦାପ୍ରଭୁ କହିଲେ, “ଉଠ ଏହାଙ୍କୁ ଅଭିଷେକ କର, ଏ ହେଉଛନ୍ତି ସେହି ଲୋକ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ। Viz kapitolaଓଡିଆ ବାଇବେଲ12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।” Viz kapitola |