Online Bible

- Reklamy -




1 ଶାମୁୟେଲ 16:18 - ପବିତ୍ର ବାଇବଲ

18 ଯୁବକମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଦେଖନ୍ତୁ ମୁଁ ବୈ‌ଥ୍‌ଲେହମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି। ସେ ବୀଣା ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ ପୁଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲାନ୍ତଣଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”

Viz kapitola kopírovat




1 ଶାମୁୟେଲ 16:18

Následuj nás:

Reklamy


Reklamy