1 ଶାମୁୟେଲ 16:22 - ପବିତ୍ର ବାଇବଲ22 ଏହା ପରେ ଶାଉଲ ଯିଶୀଙ୍କୁ ଏକ ବାର୍ତ୍ତା ପଠାଇଲେ, “ମୁଁ ବିନୟ କରୁଅଛି ଦାଉଦଙ୍କୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ, ସେ ମୋର ସେବା କରିବ, କାରଣ ମୁଁ ତାକୁ ଭଲ ପାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି। Viz kapitolaଓଡିଆ ବାଇବେଲ22 ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋ’ ଦୃଷ୍ଟିରେ ଅନୁଗ୍ରହ ପାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଉତ୍ତାରେ ଶାଉଲ ଯିଶୀକୁ କହି ପଠାଇଲେ, ବିନୟ କରୁଅଛି, “ଦାଉଦଙ୍କୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।” Viz kapitola |