1 ଶାମୁୟେଲ 16:5 - ପବିତ୍ର ବାଇବଲ5 ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି ମୋʼ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Viz kapitolaଓଡିଆ ବାଇବେଲ5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋ’ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Viz kapitola |