1 ଶାମୁୟେଲ 16:6 - ପବିତ୍ର ବାଇବଲ6 ଯେତେବେଳେ ଯିଶୀ ଓ ତା'ର ପୁତ୍ରମାନେ ପହଞ୍ଚିଲେ, ଶାମୁୟେଲ ଇଲୀୟାବଙ୍କୁ ଦେଖିଲେ। ଶାମୁୟେଲ ଭାବିଲେ, “ଏହା ନିଶ୍ଚିତ ଯେ ସଦାପ୍ରଭୁ ଏହି ଲୋକଟିକୁ ରାଜା ହେବା ପାଇଁ ବାଛିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ। Viz kapitolaଓଡିଆ ବାଇବେଲ6 ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।” Viz kapitola |