1 ଶାମୁୟେଲ 17:10 - ପବିତ୍ର ବାଇବଲ10 ପଲେଷ୍ଟୀୟ ମଧ୍ୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟବାହିନୀକୁ ତୁଚ୍ଛ କରୁଅଛି। ମୁଁ ସାହସ କରି କହୁଅଛି ମୋତେ ଜଣେ ଲୋକ ଦିଅ, ତେବେ ଆମ୍ଭେମାନେ ପରସ୍ପର ଯୁଦ୍ଧ କରି ପାରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟ-ଶ୍ରେଣୀକି ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ। Viz kapitolaଓଡିଆ ବାଇବେଲ10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।” Viz kapitola |