1 ଶାମୁୟେଲ 17:15 - ପବିତ୍ର ବାଇବଲ15 କିନ୍ତୁ ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବୈଥ୍ଲେହମକୁ ସମୟ ସମୟରେ ଯାଆ ଆସ କରୁଥା’ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥ୍ଲିହିମ୍କୁ ଯାʼଆସ କରୁଥାʼନ୍ତି। Viz kapitolaଓଡିଆ ବାଇବେଲ15 ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯା’ଆସ କରୁଥାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି। Viz kapitola |