1 ଶାମୁୟେଲ 17:18 - ପବିତ୍ର ବାଇବଲ18 ସେ ମଧ୍ୟ ତାଙ୍କୁ କହିଲେ, “ଏହି ଦଶଖଣ୍ତ ବଡ଼ ଛେନାପୋଡ଼ 1,000 ସୈନ୍ୟମାନଙ୍କର କପ୍ତାନମାନଙ୍କ ପାଇଁ ନେଇ ଯାଅ ଏବଂ ତୁମ୍ଭର ଭାଇମାନଙ୍କର କୁଶଳତାର ଖବର ଆଣିବା ସହିତ, ସେମାନେ କିପରି ଅଛନ୍ତି ତାହା ଜାଣିବା ନିମନ୍ତେ କିଛି ଚିହ୍ନ ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଏହି ଦଶ ଖଣ୍ତ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ। Viz kapitolaଓଡିଆ ବାଇବେଲ18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ। Viz kapitola |