1 ଶାମୁୟେଲ 17:25 - ପବିତ୍ର ବାଇବଲ25 ଜଣେ ଇସ୍ରାଏଲର ଲୋକ କହିଲା, “ତୁମ୍ଭେମାନେ ସେହି ବ୍ୟକ୍ତିକୁ ଦେଖିଲକି ଯିଏ ଇସ୍ରାଏଲକୁ ଅବମାନନା କରିବାକୁ ଆସିଥିଲା? ଏହାକୁ ଯେଉଁ ଲୋକ ହତ୍ୟା କରିବ, ରାଜା ତାହାଙ୍କୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ। ଆଉ ଇସ୍ରାଏଲ ମଧ୍ୟରେ ତା'ର ପିତୃ ଗୃହକୁ ନିଷ୍କର କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହୁଁ ଇସ୍ରାଏଲ-ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠିଆସିଅଛି; ପୁଣି ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ ନିଷ୍କର କରିବେ। Viz kapitolaଓଡିଆ ବାଇବେଲ25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କ’ଣ ତୁମ୍ଭେମାନେ ଦେଖିଲ ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।” Viz kapitola |