1 ଶାମୁୟେଲ 17:26 - ପବିତ୍ର ବାଇବଲ26 ଦାଉଦ ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ ପଗ୍ଭରିଲେ, “ସେ କ’ଣ କହିଲା? ଯେଉଁ ଲୋକ ଏହି ପଲେଷ୍ଟୀୟକୁ ବଧ କରି ଏବଂ ଇସ୍ରାଏଲର ଏହି ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ? କିଏ ଏହି ଅସୁନ୍ନତ ପଲେଷ୍ଟୀୟ ଯିଏ ଜୀବିତ ପରମେଶ୍ୱରଙ୍କ ସୈନ୍ୟ ଛାଉଣିକି ଅବମାନନା କରିବାକୁ ସାହସ କରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିବ? Viz kapitolaଓଡିଆ ବାଇବେଲ26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?” Viz kapitola |