1 ଶାମୁୟେଲ 17:32 - ପବିତ୍ର ବାଇବଲ32 ଦାଉଦ ଶାଉଲଙ୍କୁ କହିଲେ, “ଗଲିୟାତ ଯୋଗୁଁ ଲୋକମାନେ ହତାଶ ହେବା ଉଚିତ୍ ନୁହେଁ। ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସହିତ ଯୁଦ୍ଧ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ। Viz kapitolaଓଡିଆ ବାଇବେଲ32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।” Viz kapitola |