1 ଶାମୁୟେଲ 17:34 - ପବିତ୍ର ବାଇବଲ34 କିନ୍ତୁ ଦାଉଦ ଶାଉଲଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭର ଦାସ, ଆପଣା ପିତାର ମେଷ ଚରାଉ ଥାଏ। ଥରେ ଗୋଟିଏ ସିଂହ ଓ ଅନ୍ୟଥର ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଗୋଟିଏ ମେଷକୁ ନେଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ, Viz kapitolaଓଡିଆ ବାଇବେଲ34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ, Viz kapitola |