1 ଶାମୁୟେଲ 17:35 - ପବିତ୍ର ବାଇବଲ35 ମୁଁ ତା’ ପଛରେ ଗୋଡ଼ାଇଲି ଏବଂ ତାକୁ ଆଘାତ କରି, ତା’ ପାଟିରୁ ମେଷକୁ ଛଡ଼ାଇ ଆଣିଲି। ବନ୍ୟ ପଶୁଟି ମୋ’ ଉପରକୁ କୁଦା ମାରିଲା ମୁଁ ତା'ର ଦାଢ଼ି ଧରି ତାହାକୁ ମାରି ଦେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେନ୍ତପୁଣି ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ। Viz kapitolaଓଡିଆ ବାଇବେଲ35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତା’ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋ’ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ। Viz kapitola |