1 ଶାମୁୟେଲ 17:45 - ପବିତ୍ର ବାଇବଲ45 ଦାଉଦ ଗଲିୟାତକୁ କହିଲେ, “ତୁମ୍ଭେ ଖଡ଼୍ଗ ବର୍ଚ୍ଛା ଓ ଶଲ୍ୟ ଘେନି ମୋ’ ପାଖକୁ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ ସେହି ଇସ୍ରାଏଲର ସୈନ୍ୟବାହିନୀର ପରମେଶ୍ୱର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ଼୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି। Viz kapitolaଓଡିଆ ବାଇବେଲ45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ’ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି। Viz kapitola |