1 ଶାମୁୟେଲ 17:55 - ପବିତ୍ର ବାଇବଲ55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ, “ଅବ୍ନର ଏ ଯୁବକ କାହାର ପୁତ୍ର?” ଅବ୍ନର କହିଲା, “ହେ ମହାରାଜ ଆପଣଙ୍କ ଜୀବନ ପ୍ରମାଣେ ମୁଁ କହି ପାରିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; ଅବ୍ନର, ଏ ଯୁବା କାହାର ପୁଅ? ଅବ୍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ। Viz kapitolaଓଡିଆ ବାଇବେଲ55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; ଅବ୍ନର, ଏ ଯୁବା କାହାର ପୁଅ ? ଅବ୍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; “ଅବ୍ନର, ଏ ଯୁବା କାହାର ପୁଅ?” ଅବ୍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।” Viz kapitola |