1 ଶାମୁୟେଲ 17:58 - ପବିତ୍ର ବାଇବଲ58 ଶାଉଲ ତାଙ୍କୁ ପଗ୍ଭରିଲେ, “ହେ ଯୁବକ ତୁମ୍ଭେ କାହାର ପୁଅ?” ଦାଉଦ କହିଲେ, “ମୁଁ ଆପଣଙ୍କ ଦାସ ବୈଥ୍ଲେହମୀୟ ଯିଶୀର ପୁତ୍ର।” Viz kapitolaପବିତ୍ର ବାଇବଲ (Re-edited) - (BSI)58 ତହୁଁ ଶାଉଲ ତାଙ୍କୁ ପଚାରିଲେ, ହେ ଯୁବକ, ତୁମ୍ଭେ କାହାର ପୁଅ? ଦାଉଦ ଉତ୍ତର ଦେଲେ, ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ। Viz kapitolaଓଡିଆ ବାଇବେଲ58 ତହୁଁ ଶାଉଲ ତାଙ୍କୁ ପଚାରିଲେ, ହେ ଯୁବକ, ତୁମ୍ଭେ କାହାର ପୁଅ ? ଦାଉଦ ଉତ୍ତର ଦେଲେ, ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।” Viz kapitola |