1 ଶାମୁୟେଲ 18:1 - ପବିତ୍ର ବାଇବଲ1 ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରି ସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃଢ଼ ବନ୍ଧୁତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା। Viz kapitola |