1 ଶାମୁୟେଲ 18:26 - ପବିତ୍ର ବାଇବଲ26 ଶାଉଲଙ୍କର ଦାସମାନେ ଦାଉଦଙ୍କୁ ଏପରି ଶୁଣାନ୍ତେ ଦାଉଦ ରାଜି ହୋଇଗଲେ। ଦାଉଦ ବହୁତ ଖୁସୀ ହେଲେ ଯେ ତାଙ୍କୁ ଏକ ରାଜାଙ୍କର ଜ୍ୱାଇଁ ହେବା ପାଇଁ ସୁଯୋଗ ମିଳିଛି। ତେଣୁ ସେ ହଠାତ୍ ଯଥାକାର୍ଯ୍ୟ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା। Viz kapitolaଓଡିଆ ବାଇବେଲ26 ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା। Viz kapitola |