1 ଶାମୁୟେଲ 19:11 - ପବିତ୍ର ବାଇବଲ11 ଶାଉଲ ଦାଉଦଙ୍କ ଘରକୁ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକୁ ଜଗି ରହିଲେ। ସେମାନେ ସେଠାରେ ରାତ୍ରି ତମାମ ଜଗି ରହିଲେ। ସେମାନେ ଦାଉଦଙ୍କୁ ପ୍ରଭାତରେ ମାରି ଦେବା ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦେଲା। ସେ କହିଲା, “ତୁମ୍ଭେ ରାତ୍ରିରେ ପଳାୟନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନ କର ତେବେ ସେମାନେ ତୁମ୍ଭକୁ ଆସନ୍ତା କାଲି ମାରି ଦେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ। Viz kapitolaଓଡିଆ ବାଇବେଲ11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।” Viz kapitola |