1 ଶାମୁୟେଲ 19:15 - ପବିତ୍ର ବାଇବଲ15 ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, “ତାହାକୁ ଶଯ୍ୟାରେ ମୋ’ ପାଖକୁ ଆଣ। ମୁଁ ତାକୁ ହତ୍ୟା କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି। Viz kapitolaଓଡିଆ ବାଇବେଲ15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋ’ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।” Viz kapitola |