Online Bible

- Reklamy -




1 ଶାମୁୟେଲ 19:2 - ପବିତ୍ର ବାଇବଲ

2-3 ଯୋନାଥନ ଦାଉଦଙ୍କୁ ସତର୍କ କରାଇ କହିଲେ, “ମୋର ପିତା ତୁମ୍ଭକୁ ମାରିବାକୁ ଗ୍ଭହାନ୍ତି। ତୁମ୍ଭେ ପ୍ରାତଃକାଳରେ ସାବଧାନ ସହକାରେ କୌଣସି ଜାଗାରେ ଲୁଚି ରୁହ। ତୁମ୍ଭେ ଯେଉଁଠାରେ ଲୁଚିଥିବ, ମୁଁ ସେ ସ୍ଥାନ ନିକଟକୁ ଯାଇ ମୋର ପିତାଙ୍କ ସହିତ ତୁମ୍ଭ ବିଷୟରେ କଥୋପକଥନ ହେବି। ଯଦି ମୁଁ କିଛି ଦେଖେ ତେବେ ମୁଁ ତୁମ୍ଭକୁ ଜଣାଇବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କ-ଠାରେ ଅତ୍ୟ; ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;

Viz kapitola kopírovat

ଓଡିଆ ବାଇବେଲ

2 ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;

Viz kapitola kopírovat




1 ଶାମୁୟେଲ 19:2

Následuj nás:

Reklamy


Reklamy