1 ଶାମୁୟେଲ 2:10 - ପବିତ୍ର ବାଇବଲ10 ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ। ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ। ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ ଓ ସେ ଆପଣା ରାଜାକୁ ବଳ ଦେବେ। ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ଵର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ। Viz kapitolaଓଡିଆ ବାଇବେଲ10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।” Viz kapitola |