1 ଶାମୁୟେଲ 2:14 - ପବିତ୍ର ବାଇବଲ14 ଆଉ ଯାଜକର ସେବକ ମାଂସକୁ ତସଲା ବା ହଣ୍ଡାରୁ ବାହାର କରିବା ପାଇଁ କଣ୍ଟା ଗ୍ଭମୁଚର ବ୍ୟବହାର କରିବା ଉଚିତ୍। କଣ୍ଟା ଗ୍ଭମୁଚ ଦ୍ୱାରା ଯେତିକି ସେବକ ଆଣି ଥାଏ କେବଳ ସେତିକି ହିଁ ଯାଜକ ନେବା ଉଚିତ୍। ଇସ୍ରାଏଲ ଲୋକମାନେ ଯେଉଁମାନେ ଶିଲୋକୁ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହାକି ଯାଜକଗଣ ନୈବେଦ୍ୟ ପ୍ରତି କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ସେ ପାତ୍ର, ବା ତସଲା, ବା ହଣ୍ତା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ। Viz kapitolaଓଡିଆ ବାଇବେଲ14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ। Viz kapitola |