1 ଶାମୁୟେଲ 2:15 - ପବିତ୍ର ବାଇବଲ15 କିନ୍ତୁ ଯାଜକଗଣ ଯେପରି ବ୍ୟବହାର କରିବା ଉଚିତ୍, ଏଲିର ପୁତ୍ରଗଣ ସେପରି ବ୍ୟବହାର କଲେ ନାହିଁ। ଏପରିକି ସେହି ମାଂସର ମେଦ ଯଜ୍ଞବେଦିରେ ଦଗ୍ଧ ହେବା ପୂର୍ବରୁ, ସେମାନଙ୍କର ସେବକମାନେ ସେହି ବଳିଦାନ ଉତ୍ସର୍ଗ କରୁଥିବା ବ୍ୟକ୍ତି ପାଖକୁ ଗଲେ ଏବଂ କହିଲେ, “ପୋଡ଼ିବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତୁମ୍ଭଠାରୁ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କେବଳ କଞ୍ଚାମାଂସ ଗ୍ରହଣ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ। Viz kapitolaଓଡିଆ ବାଇବେଲ15 ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।” Viz kapitola |