1 ଶାମୁୟେଲ 2:16 - ପବିତ୍ର ବାଇବଲ16 ଏଥିରେ ଯେବେ ସେ ଲୋକ ତାହାକୁ କହେ, “ପ୍ରଥମେ ମେଦ ଦଗ୍ଧ ହେବାକୁ ଦିଅ, ତା'ପରେ ତୁମ୍ଭେ ଯେତେ ଗ୍ଭହଁ ସେତେ ନିଅ।” ତେବେ ସେ ଯାଜକର ସେବକ କହିଥାଏ। ମାତ୍ର “ଏହିକ୍ଷଣି ତାହା ମୋତେ ଦେବାକୁ ହେବ। ଯଦି ତୁମ୍ଭେ ମୋତେ ନ ଦିଅ, ତାହାହେଲେ ମୁଁ ଜୋର୍ କରି ନେଇଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଯେବେ ସେ ଲୋକ ତାହାକୁ କହେ, ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ; ତେବେ ସେ ଉତ୍ତର କରେ, ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି। Viz kapitolaଓଡିଆ ବାଇବେଲ16 ଏଥିରେ ଯେବେ ସେ ଲୋକ ତାହାକୁ କହେ, ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ; ତେବେ ସେ ଉତ୍ତର କରେ, ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଯେବେ ସେ ଲୋକ ତାହାକୁ କହେ, “ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ;” ତେବେ ସେ ଉତ୍ତର କରେ, “ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।” Viz kapitola |