1 ଶାମୁୟେଲ 2:2 - ପବିତ୍ର ବାଇବଲ2 ପରମେଶ୍ୱରଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ, କାରଣ ତୁମ୍ଭ ବ୍ୟତୀତ ଆଉ କେହି ପରମେଶ୍ୱର ନାହାନ୍ତି। ଆମ୍ଭର ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ଵରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ। Viz kapitolaଓଡିଆ ବାଇବେଲ2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ। Viz kapitola |