1 ଶାମୁୟେଲ 2:3 - ପବିତ୍ର ବାଇବଲ3 ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ଵର ଅଟନ୍ତି, ତାହାଙ୍କ ଦ୍ଵାରା ସକଳ କ୍ରିୟା ତୌଲାଯାଏ। Viz kapitolaଓଡିଆ ବାଇବେଲ3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ। Viz kapitola |