1 ଶାମୁୟେଲ 2:30 - ପବିତ୍ର ବାଇବଲ30 “ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନ; କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ । Viz kapitolaଓଡିଆ ବାଇବେଲ30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ। Viz kapitola |