1 ଶାମୁୟେଲ 2:31 - ପବିତ୍ର ବାଇବଲ31 ସମୟ ଆସୁଅଛି, ଯେତେବେଳେ ମୁଁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସେହି ଦିନ ଆସୁଅଛି, ତହିଁରେ ତୁମ୍ଭ ବଂଶରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ। Viz kapitolaଓଡିଆ ବାଇବେଲ31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ। Viz kapitola |