1 ଶାମୁୟେଲ 2:36 - ପବିତ୍ର ବାଇବଲ36 ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, “ଦୟାକରି ମୋତେ ଯାଜକ ଭାବରେ କିଛି କାମ ଦିଅନ୍ତୁ, ଯାହା ଫଳରେ ମୁଁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।”’” Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୋଟୀ ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ତେ ରୋଟୀ ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ଵ ପଦରେ ମୋତେ ରଖ। Viz kapitolaଓଡିଆ ବାଇବେଲ36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’” Viz kapitola |