1 ଶାମୁୟେଲ 20:1 - ପବିତ୍ର ବାଇବଲ1 ଦାଉଦ ନାୟୋତଠାରୁ ରାମାକୁ ପଳାୟନ କଲେ। ଦାଉଦ ଯୋନାଥନଙ୍କ ପାଖକୁ ଯାଇ ପଗ୍ଭରିଲେ, “ମୁଁ କ’ଣ ଭୁଲ୍ କଲି, ମୁଁ ତୁମ୍ଭ ପିତାଙ୍କ ବିରୁଦ୍ଧରେ କ’ଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମୋତେ ମାରିବାକୁ ଗ୍ଭହୁଁଛନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି? Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି ? ମୋହର ଅପରାଧ କଅଣ ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?” Viz kapitola |