1 ଶାମୁୟେଲ 20:15 - ପବିତ୍ର ବାଇବଲ15 ମୋ’ ପରିବାର ପ୍ରତି ତୁମ୍ଭର ଦୟା ଦେଖାଇବା ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତ୍ରୁକୁ ପୃଥିବୀରୁ ବିନାଶ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ। Viz kapitolaଓଡିଆ ବାଇବେଲ15 କେବଳ ତାହା ନୁହେଁ, ସଦାକାଳ ମୋ’ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।” Viz kapitola |