1 ଶାମୁୟେଲ 20:22 - ପବିତ୍ର ବାଇବଲ22 ଯଦି ଅସୁବିଧା ଥାଏ ତେବେ ମୁଁ ସେ ବାଳକକୁ କହିବି, ‘ତୀରଗୁଡ଼ିକ ବହୁତ ଦୂର ପଳାଇଛି। ଯାଅ ସେଗୁଡ଼ିକୁ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେ ସ୍ଥାନ ଛାଡ଼ି ପଳାଇ ଯିବ। ସଦାପ୍ରଭୁ ତୁମ୍ଭକୁ ଦୂରକୁ ପଠାଇ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅନ୍ତକାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ। Viz kapitolaଓଡିଆ ବାଇବେଲ22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ। Viz kapitola |