Online Bible

- Reklamy -




1 ଶାମୁୟେଲ 20:25 - ପବିତ୍ର ବାଇବଲ

25 ରାଜା ସବୁଥର ବସିଲା ପରି କାନ୍ଥ ନିକଟରେ ଥିବା ଆସନରେ ବସିଲେ। ଯୋନାଥନ ଶାଉଲଙ୍କୁ ମୁହଁ କରି ବସିଲେ। ଅ‌‌ବ୍‌‌ନର ଶାଉଲଙ୍କ ପାଖରେ ବସିଲେ। ଦାଉଦଙ୍କର ସ୍ଥାନ ଶୂନ୍ୟ ରହିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।

Viz kapitola kopírovat

ଓଡିଆ ବାଇବେଲ

25 ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।

Viz kapitola kopírovat




1 ଶାମୁୟେଲ 20:25

Následuj nás:

Reklamy


Reklamy