1 ଶାମୁୟେଲ 20:27 - ପବିତ୍ର ବାଇବଲ27 ତା’ ପରଦିନ ମାସର ଦ୍ୱିତୀୟ ଦିନ ଦାଉଦଙ୍କର ସ୍ଥାନ ମଧ୍ୟ ଶୂନ୍ୟ ରହିଲା। ତା'ପରେ ଶାଉଲ ତାଙ୍କର ପୁତ୍ର ଯୋନାଥନଙ୍କୁ ପଗ୍ଭରିଲେ, “କାହିଁକି ଯିଶୀର ପୁଅ ଗତକାଲି ଏବଂ ଆଜି ଏଠାକୁ ଭୋଜନ କରିବାକୁ ଆସିଲେ ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ଅମାବାସ୍ୟାର ପର ଦିବସ ଦ୍ଵିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କିହେତୁ ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ? Viz kapitolaଓଡିଆ ବାଇବେଲ27 ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, “ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?” Viz kapitola |