1 ଶାମୁୟେଲ 20:31 - ପବିତ୍ର ବାଇବଲ31 ଯିଶୀର ପୁତ୍ର ଏ ପୃଥିବୀରେ ଯେତେ ଦିନ ବଞ୍ଚିଥାଏ ସେତେ ଦିନ ପର୍ଯ୍ୟନ୍ତ ତୋର ରାଜ୍ୟ ଠିକ୍ ହେବ ନାହିଁ। ତେଣୁ ଲୋକ ପଠାଇ ତାକୁ ମୋ’ ପାଖକୁ ଆଣ କାରଣ ସେ ନିଶ୍ଚୟ ମରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଅଣା, କାରଣ ସେ ନିଶ୍ଚୟ ମରିବ। Viz kapitolaଓଡିଆ ବାଇବେଲ31 କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋ’ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋ’ କତିକି ଆଣ, କାରଣ ସେ ନିଶ୍ଚୟ ମରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।” Viz kapitola |