1 ଶାମୁୟେଲ 20:33 - ପବିତ୍ର ବାଇବଲ33 କିନ୍ତୁ ଶାଉଲ ଯୋନାଥନଙ୍କୁ ମାରିବା ପାଇଁ ତା’ ଉପରକୁ ବର୍ଚ୍ଛା ଫୋପାଡ଼ିଲେ। ତେଣୁ ଯୋନାଥନ ଜାଣିଲେ ତାଙ୍କ ବାପା ଦାଉଦଙ୍କୁ ମାରିବା ପାଇଁ ବହୁତ ଆଗ୍ରହୀ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ଵାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ଵାରା ସ୍ଥିରୀକୃତ ହୋଇଅଛି। Viz kapitolaଓଡିଆ ବାଇବେଲ33 ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି। Viz kapitola |