Online Bible

- Reklamy -




1 ଶାମୁୟେଲ 20:36 - ପବିତ୍ର ବାଇବଲ

36 ଯୋନାଥନ ସେହି ବାଳକକୁ କହିଲେ, “ତୁମ୍ଭେ ଦୌଡ଼ି ଯାଇ ମୁଁ ଯେଉଁ ତୀର ମାରିଲି ସେଗୁଡ଼ିକୁ ଗୋଟାଇ ଆଣ।” ବାଳକଟି ଦୌଡ଼ିବାକୁ ଲାଗିଲା ଏବଂ ଯୋନାଥନ ସେ ବାଳକ ମୁଣ୍ଡ ଉପରେ ତୀରଗୁଡ଼ିକୁ ମାରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ପୁଣି ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।

Viz kapitola kopírovat

ଓଡିଆ ବାଇବେଲ

36 ପୁଣି, ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍‍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।

Viz kapitola kopírovat




1 ଶାମୁୟେଲ 20:36

Následuj nás:

Reklamy


Reklamy