Online Bible

- Reklamy -




1 ଶାମୁୟେଲ 20:38 - ପବିତ୍ର ବାଇବଲ

38 ଯୋନାଥନ ଚିତ୍କାର କରି କହିଲେ, “ଶୀଘ୍ର ଦୌଡ଼ ଓ ସେଗୁଡ଼ିକୁ ସଂଗ୍ରହ କର। ସେଠାରେ ଛିଡ଼ା ହୁଅ ନାହିଁ।” ବାଳକଟି ତୀରଗୁଡ଼ିକୁ ସଂଗ୍ରହ କଲା ଓ ତା'ର ମୁନିବକୁ ଆଣି ଦେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍, ରହ ନା। ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।

Viz kapitola kopírovat

ଓଡିଆ ବାଇବେଲ

38 ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍‍, ରହ ନା। ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।

Viz kapitola kopírovat




1 ଶାମୁୟେଲ 20:38

Následuj nás:

Reklamy


Reklamy