1 ଶାମୁୟେଲ 20:40 - ପବିତ୍ର ବାଇବଲ40 ଯୋନାଥନ ବାଳକଟିକୁ ଧନୁ ଏବଂ ତୀରଗୁଡ଼ିକ ଦେଲେ। ତା'ପରେ ସେ ବାଳକକୁ କହିଲେ, ସହରକୁ ଫେରିଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ। Viz kapitolaଓଡିଆ ବାଇବେଲ40 ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, “ଯା, ଏସବୁ ନଗରକୁ ନେ।” Viz kapitola |