Online Bible

- Reklamy -




1 ଶାମୁୟେଲ 20:41 - ପବିତ୍ର ବାଇବଲ

41 ଯେତେବେଳେ ବାଳକଟି ପଳାଇଗଲା, ଦାଉଦ ଲୁଚିଥିବା ସ୍ଥାନରୁ ପର୍ବତର ଅପରପାର୍ଶ୍ୱକୁ ପଳାଇଲେ। ଦାଉଦ ମୁଣ୍ଡ ନୁଆଇଁ ଯୋନାଥନକୁ ତିନିଥର ପ୍ରଣାମ କଲେ। ଦାଉଦ ଓ ଯୋନାଥନ ପରସ୍ପରକୁ ଚୁମ୍ବନ କଲେ। ସେମାନେ ଉଭୟେ ମଧ୍ୟ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରୁ ଅଧିକ କାନ୍ଦିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ପୁଣି ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନିଥର ପ୍ରଣାମ କଲେ; ପୁଣି ସେମାନେ ପରସ୍ପରକୁ ଚୁମ୍ଵନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।

Viz kapitola kopírovat

ଓଡିଆ ବାଇବେଲ

41 ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।

Viz kapitola kopírovat




1 ଶାମୁୟେଲ 20:41

Následuj nás:

Reklamy


Reklamy