Online Bible

- Reklamy -




1 ଶାମୁୟେଲ 20:42 - ପବିତ୍ର ବାଇବଲ

42 ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି ଯୋନାଥନ ନଗରକୁ ଗଲା।

Viz kapitola kopírovat

ଓଡିଆ ବାଇବେଲ

42 ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।

Viz kapitola kopírovat




1 ଶାମୁୟେଲ 20:42

Následuj nás:

Reklamy


Reklamy