1 ଶାମୁୟେଲ 20:5 - ପବିତ୍ର ବାଇବଲ5 ତା'ପରେ ଦାଉଦ କହିଲେ, “ଦେଖ ଆସନ୍ତା କାଲି ଅମାବାସ୍ୟାର ଭୋଜି। ମୋତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡ଼ିବ କିନ୍ତୁ ମୋତେ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ ଲୁଚିବାକୁ ଅନୁମତି ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି। Viz kapitolaଓଡିଆ ବାଇବେଲ5 ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ଦାଉଦ ଯୋନାଥନକୁ କହିଲେ, “ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି। Viz kapitola |