1 ଶାମୁୟେଲ 20:7 - ପବିତ୍ର ବାଇବଲ7 ଯଦି ତୁମ୍ଭର ବାପା କହନ୍ତି, ‘ଠିକ୍ ଅଛି,’ ମୁଁ ଏବେ ନିରାପଦ କିନ୍ତୁ ତୁମ୍ଭର ପିତା ଯଦି ରାଗନ୍ତି, ତେବେ ତୁମ୍ଭେ ଜାଣିବ ଯେ ସେ ମୋତେ ମାରିବାକୁ ସ୍ଥିର କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ଵାରା ଅମଙ୍ଗଳ ସ୍ଥିର ହୋଇଅଛି। Viz kapitolaଓଡିଆ ବାଇବେଲ7 ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ସେ ଯେବେ କହିବେ, ‘ଭଲ,’ ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି। Viz kapitola |