1 ଶାମୁୟେଲ 20:8 - ପବିତ୍ର ବାଇବଲ8 ଯୋନାଥନ ମୋ’ ଉପରେ ଦୟାକର, ମୁଁ ତୁମ୍ଭର ଦାସ ଅଟେ। ତୁମ୍ଭେ ମୋ’ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଏକ ଚୁକ୍ତି କଲ। ଯଦି ମୁଁ ଦୋଷି ତେବେ ତୁମ୍ଭେ ମୋତେ ମାରି ଦିଅ। କିନ୍ତୁ ଦୟାକରି ମୋତେ ତୁମ୍ଭ ପିତାଙ୍କ ପାଖକୁ ନିଅ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ? Viz kapitolaଓଡିଆ ବାଇବେଲ8 ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?” Viz kapitola |