Online Bible

- Reklamy -




1 ଶାମୁୟେଲ 21:14 - ପବିତ୍ର ବାଇବଲ

14 ଆଖୀଶ୍ ଦାସମାନଙ୍କୁ କହିଲେ, “ଏ ଲୋକଟିକୁ ଦେଖ, ସେ ଗୋଟିଏ ବାଗ୍ଭଳ; କାହିଁକି ତୁମ୍ଭେମାନେ ତାକୁ ମୋ’ ପାଖକୁ ଆଣିଲ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?

Viz kapitola kopírovat

ଓଡିଆ ବାଇବେଲ

14 ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?

Viz kapitola kopírovat




1 ଶାମୁୟେଲ 21:14

Následuj nás:

Reklamy


Reklamy