Online Bible

- Reklamy -




1 ଶାମୁୟେଲ 21:5 - ପବିତ୍ର ବାଇବଲ

5 ଦାଉଦ ଯାଜକଙ୍କୁ ଉତ୍ତର ଦେଲେ, “ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯୌନ ସମ୍ପର୍କ ନାହିଁ। ମୋର ଲୋକମାନେ ସର୍ବଦା ଶରୀରକୁ ପବିତ୍ର ରଖିଥା’ନ୍ତି। ଯେତେବେଳେ ଆମ୍ଭେ ଯୁଦ୍ଧକୁ ଯାଉ ଏପରିକି ସାଧାରଣ ଅଭିଯାନ ହେଲେ ବି ଏବଂ ଆଜି ତ ଏକ ସ୍ୱତନ୍ତ୍ର ଦିନ ଅଟେ, କାରଣ ଆମ୍ଭର ଅଭିଯାନ ଆଜି ବହୁତ ସ୍ୱତନ୍ତ୍ର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?

Viz kapitola kopírovat

ଓଡିଆ ବାଇବେଲ

5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”

Viz kapitola kopírovat




1 ଶାମୁୟେଲ 21:5

Následuj nás:

Reklamy


Reklamy