1 ଶାମୁୟେଲ 21:6 - ପବିତ୍ର ବାଇବଲ6 ଏଠାରେ ପବିତ୍ର ରୋଟୀ ଛଡ଼ା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକୁ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକୁ ସଦାପ୍ରଭୁଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଥିଲେ। ପ୍ରତ୍ୟେକ ଦିନ ସେ ଏହି ରୋଟୀ ସେଠାରୁ କାଢ଼ି ନେଇ ତଟକା ରୋଟୀ ସେହିଠାରେ ରଖନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୋଟୀ ଦେଲା; କାରଣ ସେ ସ୍ଥାନରେ ଆଉ ରୋଟୀ ନ ଥିଲା, କେବଳ ଦର୍ଶନୀୟ ରୋଟୀ ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୋଟୀ ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା। Viz kapitolaଓଡିଆ ବାଇବେଲ6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା। Viz kapitola |