1 ଶାମୁୟେଲ 23:11 - ପବିତ୍ର ବାଇବଲ11 ଶାଉଲ କ’ଣ କିୟୀଲାକୁ ଆସିବ? କିୟୀଲାର ଲୋକମାନେ କ’ଣ ମୋତେ ତାଙ୍କ ହାତରେ ସମର୍ପି ଦେବେ? ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ଏ କଥା ତୁମ୍ଭ ଦାସକୁ ଜଣାଅ।” ତହିଁରେ ସଦାପ୍ରଭୁ ଉତ୍ତର ଦେଲେ, “ଶାଉଲ ଆସିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ। Viz kapitolaଓଡିଆ ବାଇବେଲ11 କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।” Viz kapitola |